Jai Odisha
News

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନଶିକ୍ଷକ ଅଟକ –

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାକୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଘଟଣା । ଝାରସୁଗୁଡା ଆବାସିକ ସ୍କୁଲରେ ଛାତ୍ରୀମାନଙ୍କୁ ଅସଦାଚରଣ କରାଯାଉଥିବା ନେଇ ହୋଇଛି ଅଭିଯୋଗ । ବନହରପଲ୍ଲୀ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗ ପରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି । ତଦନ୍ତ ସମୟରେ ଅଭିଯୋଗ ଆଧାରରେ ଆବାସିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ଥାନାରେ ରଖି ପଚରାଉଚରା କରୁଛି ପୋଲିସ ।

Leave A Reply

Your email address will not be published.