୩ ବର୍ଷରେ ୪୫ ହଜାର ଶିକ୍ଷକ ନିଯୁକ୍ତ…
ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ…