ହୀରାକୁଦର ବନ୍ୟାଜଳ ପହଞ୍ଚିଲା କଟକ ମୁଣ୍ଡଳୀରେ By Triranga TV On Jul 27, 2025 ଆଠଗଡ଼: କଟକ ମୁଣ୍ଡଳୀରେ ପହଞ୍ଚିଲା ବନ୍ୟା ଜଳ। ହୀରାକୁଦର ବନ୍ୟାଜଳ ପହଞ୍ଚିଲା କଟକ ମୁଣ୍ଡଳୀରେ। ହୀରାକୁଦରୁ ଆସୁଛି ଏହି ବନ୍ୟାଜଳ। ଆଜି ସକାଳ ୭ ଟା ସୁଦ୍ଧା ମୁଣ୍ଡଳୀରୁ ୩ ଲକ୍ଷ ୮୩ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। Share