ନାବାଳିକାଙ୍କ ସହିତ ଗଣଦୁଷ୍କର୍ମ ଅଭିଯୋଗ : ବନ୍ଧା ହେଲେ ୩ ଅଭିଯୁକ୍ତ By Triranga TV On Aug 18, 2025 ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯୁଜୋମୁରା ବ୍ଲକରେ ଜଣେ ନାବାଳିକାଙ୍କ ସହିତ ଗଣଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି। ଏହି ମାମଲାରେ ପୁଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାଯାଇଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି। Share