ଓଡ଼ିଶାର ଚାନ୍ଦିପୁରରେ ଅଗ୍ନୀ-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ –

ଭୁବନେଶ୍ୱର – ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରୁ ଇଣ୍ଟର କଣ୍ଟିନେଣ୍ଟାଲ ବାଲିଷ୍ଟିକ ମିସାଇଲ ଅଗ୍ନୀ-୫ର ସଫଳ ପରୀକ୍ଷଣ କରାଯାଇଛି । ପ୍ରତିରକ୍ଷା ବିଭାଗର ଷ୍ଟାଟେଜିକ୍ ଫୋର୍ସ କମାଣ୍ଡ ଏହି ମିସାଇଲକୁ ସଫଳତାର ସହିତ ପରୀକ୍ଷା କରିଥିବା ଡ଼ିଆରଡ଼ିଓ ପକ୍ଷରୁ କୁହାଯାଇଛି ।