Jai Odisha
News

ଉପରାଷ୍ଟ୍ରପତି ନିର୍ବାଚନ.. ନାମାଙ୍କନ ପତ୍ର ଦାଖଲ କଲେ ଇଣ୍ଡିମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ –

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଇଣ୍ଡିମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ। ବିରୋଧୀଙ୍କ ଇଣ୍ଡିମେଣ୍ଟ ଉପରାଷ୍ଟ୍ରପତି ପଦ ପାଇଁ ବି. ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି। ସେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ରହି ସାରିଛନ୍ତି। ନାମାଙ୍କନ ପତ୍ର ଦାଖଲ ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ। ଗତକାଲି ଏନଡିଏ ପ୍ରାର୍ଥୀ ସି.ପି. ରାଧାକୃଷ୍ଣନ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଥିଲେ।

#WATCH | INDIA alliance Vice-Presidential nominee, former Supreme Court Judge B Sudershan Reddy files his nomination in the presence of Congress president-Rajya Sabha LoP Mallikarjun Kharge, Congress Parliamentary Party Chairperson Sonia Gandhi and Lok Sabha LoP Rahul Gandhi.… pic.twitter.com/Xxg6KX2ncQ

— ANI (@ANI) August 21, 2025

ଏଥର ଗଣେଶ ପୂଜାରେ ଦୁର୍ଲ୍ଲଭ ଯୋଗ ; ଏହି ୫ ରାଶିଙ୍କ ଉପରେ ହେବ ଧନ ବର୍ଷା, ମିଳିବ ବଡ ଖୁସି..

ଏଥିପାଇଁ.. ଶିକ୍ଷକଙ୍କୁ ଗୁଳି ମାରିଲା ନବମ ଶ୍ରେଣୀ ଛାତ୍ର

ଆତ୍ମହତ୍ୟା ନା ହତ୍ୟା.. ଘର ଭିତରୁ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଉଦ୍ଧାର

Leave A Reply

Your email address will not be published.